ବରଗଡ: ହାତୀମୃତ୍ୟୁ ଘଟଣାରେ ଦୁଇ ଗିରଫ

ବରଗଡ: ଜୁନାନୀ ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇଟି ମାଈ ହାତୀଙ୍କ ମୃତ୍ୟୁ ଘଟଣାରେ ବନ ବିଭାଗ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ଆହୁରି ୩ଜଣ ସମ୍ପୃକ୍ତ ଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୩ ତାରିଖରେ ଜୁନାନୀ ଗାଁ କେନାଲ ପାଖରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇଟଇ ମାଈହାତୀ ମୃତ୍ୟୁବରଣ କରିଥିଲେ। ବାରହା ଶିକାର କରିବା ଉଦ୍ଦେଶ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର […]

hati

hati

Rakesh Mallick
  • Published: Monday, 26 October 2015
  • Updated: 26 October 2015, 02:20 PM IST

Sports

Latest News

ବରଗଡ: ଜୁନାନୀ ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇଟି ମାଈ ହାତୀଙ୍କ ମୃତ୍ୟୁ ଘଟଣାରେ ବନ ବିଭାଗ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ଆହୁରି ୩ଜଣ ସମ୍ପୃକ୍ତ ଥିବା ବନ ବିଭାଗ ପକ୍ଷରୁ କୁହାଯାଇଛି । ଗତ ୨୩ ତାରିଖରେ ଜୁନାନୀ ଗାଁ କେନାଲ ପାଖରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଦୁଇଟଇ ମାଈହାତୀ ମୃତ୍ୟୁବରଣ କରିଥିଲେ। ବାରହା ଶିକାର କରିବା ଉଦ୍ଦେଶ୍ୟରେ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ଦ୍ୱୟ ମୃତ୍ୟୁବରଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos