ଦମ୍ପତିଙ୍କୁ ପଥରରେ ଛେଚି ହତ୍ୟା

ବାରିପଦା: ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଯାମୁତୀ ଗାର ଚୁଙ୍ଗୁସାହିରେ ଏକ ଦମ୍ପତିଙ୍କୁ ଗତକାଲି ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗାଁ ପାଖ ପଡ଼ିଆରୁ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘରେ ପଶି ସେମାନଙ୍କୁ ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ସେମାନଙ୍କୁ ସେଠାରେ ଫୋପାଡ଼ି ଦେଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ମଧୁ କଳା (୪୫) ଓ ସମ୍ପବାରୀ କଳା (୩୫)। ସେମାନଙ୍କ ମୁଣ୍ଡରେ ଆଘାତ ଲାଗିଛି। ତେଣୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ […]

deadbodies

deadbodies

Rakesh Mallick
  • Published: Monday, 12 December 2016
  • Updated: 12 December 2016, 01:26 PM IST

Sports

Latest News

ବାରିପଦା: ମୟୂରଭଞ୍ଜ ଜିଲ୍ଲା ରରୁଆଁ ଥାନା ଯାମୁତୀ ଗାର ଚୁଙ୍ଗୁସାହିରେ ଏକ ଦମ୍ପତିଙ୍କୁ ଗତକାଲି ରାତିରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗାଁ ପାଖ ପଡ଼ିଆରୁ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘରେ ପଶି ସେମାନଙ୍କୁ ହତ୍ୟା କରିବା ପରେ ଦୁର୍ବୃତ୍ତମାନେ ସେମାନଙ୍କୁ ସେଠାରେ ଫୋପାଡ଼ି ଦେଇଥିବା ଜଣାପଡ଼ିଛି। ମୃତକ ଦ୍ୱୟ ହେଲେ ମଧୁ କଳା (୪୫) ଓ ସମ୍ପବାରୀ କଳା (୩୫)।

ସେମାନଙ୍କ ମୁଣ୍ଡରେ ଆଘାତ ଲାଗିଛି। ତେଣୁ ପଥରରେ ଛେଚି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୋଲିସ୍ ତଦନ୍ତ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story