ଭୁବନେଶ୍ୱର: ଭୁବନେଶ୍ୱର ଏୟାପୋର୍ଟ ଥାନା ଅଞ୍ଚଳରେ ବ୍ରାଉନ୍ସୁଗାର ସେବନକାରୀଙ୍କୁ ବିରୋଧ କରୁଥିବା ମହିଳାଙ୍କ ଉପରେ ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ମହିଳାଙ୍କ ଘରେ ପଶି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗ ହେବା ପରେ କମିଶନ୍ରେଟ୍ ପୋଲିସ୍ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଖୁବ୍ଶୀଘ୍ର ଆକମଣକାରୀଙ୍କୁ ଗିରଫ କରାଯିବ ବୋଲି ଭୁବନେଶ୍ୱର ଡିସିପି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।