ଭୁବନେଶ୍ୱରରେ ମହିଳାଙ୍କୁ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱର ଏୟାପୋର୍ଟ ଥାନା ଅଞ୍ଚଳରେ ବ୍ରାଉନ୍‌ସୁଗାର ସେବନକାରୀଙ୍କୁ ବିରୋଧ କରୁଥିବା ମହିଳାଙ୍କ ଉପରେ ଆକ୍ରମଣ ହୋଇଛି। ଦୁର୍ବୃତ୍ତମାନେ ମହିଳାଙ୍କ ଘରେ ପଶି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ଏ ନେଇ ଅଭିଯୋଗ ହେବା ପରେ କମିଶନ୍‌ରେଟ୍‌ ପୋଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଖୁବ୍‌ଶୀଘ୍ର ଆକମଣକାରୀଙ୍କୁ ଗିରଫ କରାଯିବ ବୋଲି ଭୁବନେଶ୍ୱର ଡିସିପି କହିଛନ୍ତି।

brown-sugar

Rakesh Mallick
  • Published: Tuesday, 13 December 2016
  • , Updated: 14 December 2016, 09:02 AM IST

Related story