ଭୁବନେଶ୍ୱର: ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ!

ଭୁବନେଶ୍ୱର: ଭୁବନେଶ୍ୱର ଡୁମୁଡୁମା ହାଉସିଂ ବୋର୍ଡ କଲୋନୀ ଅଞ୍ଚଳରେ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ପାରିବାରିକ ଗଣ୍ଡଗୋଳ କାରଣ ହୋଇପାରେ ବୋଲି ପୋଲିସ୍‌ ଅନୁମାନ କରୁଛି। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ୍‌ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ଭୁବନେଶ୍ୱର ଡିସିପି ସତ୍ୟବ୍ରତ ଭୋଇ କହିଛନ୍ତି,“ଗତକାଲି ରାତିରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି କାରଣରୁ ହତ୍ୟାକାଣ୍ଡ ଘଟିଥିବା […]

bhubaneswa, hosband

Rakesh Mallick
  • Published: Sunday, 01 January 2017
  • , Updated: 01 January 2017, 06:41 PM IST

ଭୁବନେଶ୍ୱର: ଭୁବନେଶ୍ୱର ଡୁମୁଡୁମା ହାଉସିଂ ବୋର୍ଡ କଲୋନୀ ଅଞ୍ଚଳରେ ସ୍ତ୍ରୀକୁ ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ହତ୍ୟାର ପ୍ରକୃତ କାରଣ ଜଣାପଡ଼ି ନ ଥିବା ବେଳେ ପାରିବାରିକ ଗଣ୍ଡଗୋଳ କାରଣ ହୋଇପାରେ ବୋଲି ପୋଲିସ୍‌ ଅନୁମାନ କରୁଛି। ଏହି ଘଟଣାରେ ଖଣ୍ଡଗିରି ଥାନା ପୋଲିସ୍‌ ଅଭିଯୁକ୍ତ ସ୍ୱାମୀଙ୍କୁ ଗିରଫ କରି ତଦନ୍ତ ଚଳାଇଛି।

ଭୁବନେଶ୍ୱର ଡିସିପି ସତ୍ୟବ୍ରତ ଭୋଇ କହିଛନ୍ତି,“ଗତକାଲି ରାତିରେ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏହି କାରଣରୁ ହତ୍ୟାକାଣ୍ଡ ଘଟିଥିବା ପ୍ରାରମ୍ଭିକ ତଦନ୍ତରୁ ଜଣାପଡ଼ିଛି।”

Related story