ଉପୁରି ଟଙ୍କା ନେବାକୁ ଗାଡିରେ ରହିଛି ଖୋଲ ! | Odisha Reporter
କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ବିଡିଓ ମ୍ୟାଡାମ୍ ଭବାନୀପାଟଣାରୁ ହେଉଥିବା ରିଭ୍ୟୁ ମିଟିଂରେ ଯୋଗ ଦେଇ ସରକାରୀ ଗାଡ଼ିରେ ଫେରିବା ବେଳେ ତାଙ୍କ ଗାଡ଼ିରୁ ପାଖା ପାଖି ୫ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
