Advertisment

ବନ୍ଧା ହେଲେ ଲାଞ୍ଚୁଆ ବିଡିଓ

ଗତକାଲି ବିଡିଓ ମ୍ୟାଡାମ୍ ଭବାନୀପାଟଣାରୁ ଫେରିବା ବେଳେ ତାଙ୍କ ଗାଡ଼ିରୁ ପାଖା ପାଖି ୫ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

Advertisment

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ବିଡିଓ ଅକ୍ଷମିତା କାର୍ତ୍ତିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଗତକାଲି ବିଡିଓ ମ୍ୟାଡାମ୍ ଭବାନୀପାଟଣାରୁ ହେଉଥିବା ରିଭ୍ୟୁ ମିଟିଂରେ ଯୋଗ ଦେଇ ସରକାରୀ ଗାଡ଼ିରେ ଫେରିବା ବେଳେ ତାଙ୍କ ଗାଡ଼ିରୁ ପାଖା ପାଖି ୫ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Kalahandi BDO Arrested
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe