ବ୍ରହ୍ମପୁର: ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା  ରମ୍ଭା ଥାନା ଅନ୍ତର୍ଗତ ସାବୁଳିଆ ଗାଁରେ ଆଜି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳି ପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଯାଇଛି। ମହିଳାଙ୍କ ଗଣ୍ଡିଠାରୁ ମୁଣ୍ଡ ପ୍ରାୟ ୧୨ ରୁ ୧୫ ଫୁଟ ଦୂରତାର ଏକ ବୁଦା ଭିତରେ ପଡ଼ିଥିଲା। ରମ୍ଭା ପୋଲିସ୍ ଘଟଣାର ତଦନ୍ତ କରୁଛି।

death behampur

death behampur

Rakesh Mallick
  • Published: Sunday, 17 April 2016
  • Updated: 17 April 2016, 04:42 AM IST

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା  ରମ୍ଭା ଥାନା ଅନ୍ତର୍ଗତ ସାବୁଳିଆ ଗାଁରେ ଆଜି ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳି ପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିରୁ ମହିଳାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ଗଣ୍ଡିରୁ ମୁଣ୍ଡ ଅଲଗା ହୋଇଯାଇଛି। ମହିଳାଙ୍କ ଗଣ୍ଡିଠାରୁ ମୁଣ୍ଡ ପ୍ରାୟ ୧୨ ରୁ ୧୫ ଫୁଟ ଦୂରତାର ଏକ ବୁଦା ଭିତରେ ପଡ଼ିଥିଲା।

ରମ୍ଭା ପୋଲିସ୍ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story