ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୋଲସରା ଅଞ୍ଚଳର ଜଣେ ନାବାଳିକା ଅଜଣା ରୋଗରେ ପୀଡିତ ଥିଲେ। ନାବାଳିକାଙ୍କୁ ଝଡ଼ାଫୁଙ୍କା କରି ସୁସ୍ଥ କରାଇଦେବାର ପ୍ରତିଶ୍ରୁତି ଦେଇ ଭଞ୍ଜନଗର ସହର ତଳି ଅଞ୍ଚଳର ଗୁଲାମ୍ ମହମ୍ମଦ ତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ଥାନାରେ ଅଭିଯୋଗ ହେବା ପରେ ଭଞ୍ଜନଗର ପୋଲିସ୍ ଅଭିଯୁକ୍ତ ଗୁଲାମଙ୍କୁ ଗିରଫ କରିଛି। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।