ବରପଦା ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ

ଭଦ୍ରକ: ଭଦ୍ରକ ଜିଲ୍ଲା ବରପଦା ଇଞ୍ଜିନିୟରିଂ କଲେଜରେ ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ଡିପ୍ଲୋମା ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ତୃତୀୟ ବର୍ଷର ଛାତ୍ରମାନେ ରାଗିଂ କରୁଥିଲେ। ଏଥିରେ ପ୍ରତିବାଦ କରିବାରୁ ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଫଳରେ ଦ୍ୱିତୀୟ ବର୍ଷର ୩ ଜଣ ଛାତ୍ର ଆହତ ହୋଇଥିଲେ। ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

bhadrak engernering college

Rakesh Mallick
  • Published: Tuesday, 24 January 2017
  • , Updated: 24 January 2017, 10:04 PM IST

Related story