Advertisment

ଖୋଲୁଛି ଥାନା ବାବୁଙ୍କ ଗୁମର

ଏତଲାକାରୀଙ୍କଠାରୁ ଟଙ୍କା ମାଗୁଥିଲେ ତତ୍କାଳୀନ ଥାନାଧିକାରୀ !

author-image
Manoj Swain

ଭୁବନେଶ୍ବର ଭରତପୁର ଥାନା ବିରୋଧରେ ଆଉ ଏକ ସାଙ୍ଘାତିକ ଅଭିଯୋଗ । ଜଣେ ଏତଲାକାରୀଙ୍କଠାରୁ ଟଙ୍କା ମାଗୁଥିଲେ ତତ୍କାଳୀନ ଥାନାଧିକାରୀ ଦୀନକୃଷ୍ଣ ମିଶ୍ର। ଗାଡି ଚୋରି ଅଭିଯୋଗ ନେଇ ଭରତପୁର ଥାନାକୁ ଯିବା ପରେ ପାଟ୍ରୋଲିଂ ପାଇଁ ତେଲ ନଥିବା କହିଥିଲେ ଥାନାଧିକାରୀ ଦୀନକୃଷ୍ଣ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bhubaneswar Police