ଭୁବନେଶ୍ବର ଭରତପୁର ଥାନା ବିରୋଧରେ ଆଉ ଏକ ସାଙ୍ଘାତିକ ଅଭିଯୋଗ । ଜଣେ ଏତଲାକାରୀଙ୍କଠାରୁ ଟଙ୍କା ମାଗୁଥିଲେ ତତ୍କାଳୀନ ଥାନାଧିକାରୀ ଦୀନକୃଷ୍ଣ ମିଶ୍ର। ଗାଡି ଚୋରି ଅଭିଯୋଗ ନେଇ ଭରତପୁର ଥାନାକୁ ଯିବା ପରେ ପାଟ୍ରୋଲିଂ ପାଇଁ ତେଲ ନଥିବା କହିଥିଲେ ଥାନାଧିକାରୀ ଦୀନକୃଷ୍ଣ। ଦେଖନ୍ତୁ ପୂରା ରିପୋର୍ଟ।