ବନ୍ଧା ହେବେ ବିବାଦୀୟ ଆଇଆଇସି !

ଘଟଣାରେ ନିଲମ୍ବିତ IIC ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି।

Manoj Swain
  • Published: Friday, 20 September 2024
  • Updated: 20 September 2024, 05:08 PM IST

ଭରତପୁର ଥାନାର କଳାକାହାଣୀ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ପୁଲିସକୁ ସାହାଯ୍ୟ ମାଗିବାକୁ ଯାଇଥିବା ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ଚିତ୍ରକୁ ନେଇ ଦୋହଲି ଯାଇଛି ଓଡ଼ିଶା। ଘଟଣାରେ ନିଲମ୍ବିତ IIC ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos