Advertisment

ବନ୍ଧା ହେବେ ବିବାଦୀୟ ଆଇଆଇସି !

ଘଟଣାରେ ନିଲମ୍ବିତ IIC ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି।

Advertisment

ଭରତପୁର ଥାନାର କଳାକାହାଣୀ ରାଜ୍ୟଠୁ ଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ପୁଲିସକୁ ସାହାଯ୍ୟ ମାଗିବାକୁ ଯାଇଥିବା ମେଜର ଗୁରୁବଂଶ ସିଂହ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଓ ଦୁର୍ବ୍ୟବହାର ଚିତ୍ରକୁ ନେଇ ଦୋହଲି ଯାଇଛି ଓଡ଼ିଶା। ଘଟଣାରେ ନିଲମ୍ବିତ IIC ଦୀନକୃଷ୍ଣ ମିଶ୍ର ଓ ଅନ୍ୟ ୪ ଜଣ ପୁଲିସ କର୍ମଚାରୀଙ୍କ ନାଁରେ ଆପରାଧିକ ମାମଲା ରୁଜୁ ହୋଇଛି। ମେଜରଙ୍କ ଲଖିତ ଅଭିଯୋଗ ପରେ କ୍ରାଇମବ୍ରାଞ୍ଚ ଏହି ମାମଲା ରୁଜୁ କରିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe