ଭୁବନେଶ୍ୱର: ଆନ୍ଧ୍ର ବ୍ୟାଙ୍କରୁ ୧୫ ଲକ୍ଷ ଲୁଟ୍‌

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗା ନିକଟ ଆନ୍ଧ୍ର ବ୍ୟାଙ୍କ ଶାଖାରୁ ଆଜି ୧୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ୭ ଜଣ ଦୁର୍ବୃତ୍ତ ସିକ୍ୟୁରିଟି ଗାର୍ଡଙ୍କୁ ଆକ୍ରମଣ କରି ବ୍ୟାଙ୍କର ଷ୍ଟ୍ରଙ୍ଗରୁମ୍‌ରେ ପଶି ଏହି ଟଙ୍କା ଓ ସୁନା ଲୁଟି ନେଇଛନ୍ତି। ଖବର ପାଇଁ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

bank-loot

Rakesh Mallick
  • Published: Wednesday, 31 August 2016
  • , Updated: 31 August 2016, 11:00 PM IST

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ କୌଶଲ୍ୟାଗଙ୍ଗା ନିକଟ ଆନ୍ଧ୍ର ବ୍ୟାଙ୍କ ଶାଖାରୁ ଆଜି ୧୫ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ୭ ଜଣ ଦୁର୍ବୃତ୍ତ ସିକ୍ୟୁରିଟି ଗାର୍ଡଙ୍କୁ ଆକ୍ରମଣ କରି ବ୍ୟାଙ୍କର ଷ୍ଟ୍ରଙ୍ଗରୁମ୍‌ରେ ପଶି ଏହି ଟଙ୍କା ଓ ସୁନା ଲୁଟି ନେଇଛନ୍ତି।

ଖବର ପାଇଁ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Related story