ଭୁବନେଶ୍ୱର: ବନ୍ୟପ୍ରାଣୀ ଅଙ୍ଗଚାଲାଣ ରାକେଟର ପର୍ଦ୍ଦାଫାସ୍ ହୋଇଛି। ଧରାପଡ଼ିଲା ଓଡ଼ିଶାରେ ରହି ରାକେଟ ଚଳାଉଥିବା ମାଷ୍ଟରମାଇଣ୍ଡ ଚିନ୍ତନ ଯୋଷୀ। ଭୁବନେଶ୍ୱର ସିଟି ଫରେଷ୍ଟ ଡିଭିଜନ ଓ କ୍ରାଇମବ୍ରାଞ୍ଚର ମିଳିତ ଭାବେ ଚଢ଼ାଉ କରି ଯୋଷୀଠାରୁ ୪୦୦ରୁ ଅଧିକ ସଂଖ୍ୟକ ଗୋଧିର ଅଙ୍ଗପ୍ରତ୍ୟଙ୍ଗ ଜବତ କରିଛି।
ହାତାଯୋଡି ଡଟକମ ନାଁରେ ଅନଲାଇନରେ ହେଉଥିଲା ଏଭଳି କାରବାର। ଓଡିଶାରୁ ଅହମଦାବାଦ ପର୍ଯ୍ୟନ୍ତ ଲମ୍ବିଥିଲା ଏହି ରାକେଟର ଚେର। ୩୦୦ରୁ ୧୫,୦୦୦ ଟଙ୍କା ଯାଏଁ ବିକ୍ରି ହେଉଥିଲା ଗୋଧିର ଅଙ୍ଗପ୍ରତ୍ୟଙ୍ଗ। କେନ୍ଦ୍ର ସରକାରଙ୍କ ଓ୍ୱାଇଲ୍ଡ ଲାଇଫ କ୍ରାଇମ୍ କଣ୍ଟ୍ରୋଲ ବ୍ୟୁରୋ ପ୍ରଥମ ଏହି ଗ୍ୟାଙ୍ଗର ଚିହ୍ନଟ କରିବାପରେ ରାଜ୍ୟ କ୍ରାଇମବ୍ରାଞ୍ଚଙ୍କୁ ଜଣାଇଥିଲା। ଏହାପରେ ମିଳିତ ଚଢାଉ କରାଯାଇଥିଲା। ଏବେ ଏହି ଘଟଣାର ତଦନ୍ତ କ୍ରାଇମ୍ ବ୍ରାଞ୍ଚ ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।
Crime
ଅଭିନବ ଠକେଇ: ସନ୍ତାନହୀନ ମହିଳାଙ୍କୁ ଗର୍ଭବତୀ କଲେ ୫ ଲକ୍ଷ ମିଳିବ କହି ଲୋକଙ୍କ କରୁଥିଲେ ଚଳୁ
ଦେଶର ଏକାଧିକ ରାଜ୍ୟରେ ଚାଲୁଥିଲା ଏହି ରାକେଟ୍। ଏମାନଙ୍କ ଜାଲରେ ଯିଏ ଫସିଲା, ତାକୁ ବିଭିନ୍ନ ପର୍ଯ୍ୟାୟରେ ରେଜିଷ୍ଟ୍ରେସନ ପାଇଁ ୫୦୦ରୁ ୨୦ହଜାର ଟଙ୍କା ଆଦାୟ କରାଯାଉଥିଲା।