ଭୁବନେଶ୍ୱର: ବିଦେଶରେ ଚାକିରି କରାଇ ଦେବା ନାଁରେ ମିଲେନିୟମ ଇଣ୍ଟର ନ୍ୟାସନାଲ ଟ୍ରାଭେଲ୍ସ ନାମକ କମ୍ପାନୀ ୭ ଲକ୍ଷରୁ ଅଧିକ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ନୟାପଲ୍ଲୀ ଥାନାରେ ଅଭିଯୋଗ ହେବା ପରେ ପୋଲିସ୍ ମାମଲା ରୁଜୁ କରି ସଂସ୍ଥାର ଜଣେ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ତେବେ ସଂସ୍ଥାର ଏମ୍ଡି ମହମ୍ମଦ ଅମୀର ଓ ବିଜନେସ୍ ପାର୍ଟନର ସମୀର ଖାଁ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଗିରଫ କରିବା ପାଇଁ ପୋଲିସ୍ ବିଭିନ୍ନ ସ୍ଥାନରେ ଚଢ଼ାଉ ଚଳାଇଛି।
ଏହି ଦୁଇ ଜଣ ଦୁବାଇର ବିଭିନ୍ନ ହୋଟେଲ ଚାକିରି କରାଇ ଦେବାକୁ କହି ୭୮ ଜଣଙ୍କଠାରୁ ୧୦,୦୦୦ ଟଙ୍କା ଲେଖାଏଁ ନେଇଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।