ଭୁବନେଶ୍ୱର: ଭୁବନେଶ୍ୱରର ବଡ଼ଗଡ଼ ଥାନା ଅନ୍ତର୍ଗତ ମେଘେଶ୍ୱର ମନ୍ଦିର ପଡ଼ିଆରେ ଜଣଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ଭିକ୍ଷାବୃତ୍ତି କରି ଚଳୁଥିଲେ। ତାଙ୍କ ନା ଭାସିଆ। ହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଖୋଳତାଡ଼ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।