ବାଇକ୍‌ ଚୋରି ରାକେଟ୍‌ର ପର୍ଦ୍ଦାଫାସ, ୫ ଗିରଫ

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ବାଇକ୍‌ ଚୋରି ରାକେଟର ପର୍ଦ୍ଦାଫାସ କରିଛି ଖଣ୍ଡଗିରି ଥାନା ପୋଲିସ। ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ୧୧ ବାଇକ ଓ ୬ ମୋବାଇଲ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ମଧ୍ୟରେ ୨ ନାବାଳକ ଥିବା ଜଣାପଡ଼ିଛି। ଏହି ବାଇକ ଚୋରି ରାକେଟ୍‌ରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଛି କମିଶନରେଟ ପୋଲିସ।

bike raket

Rakesh Mallick
  • Published: Saturday, 25 March 2017
  • , Updated: 25 March 2017, 01:04 PM IST

ଭୁବନେଶ୍ୱର: ଭୁବନେଶ୍ୱରରେ ଏକ ବାଇକ୍‌ ଚୋରି ରାକେଟର ପର୍ଦ୍ଦାଫାସ କରିଛି ଖଣ୍ଡଗିରି ଥାନା ପୋଲିସ। ବିଭିନ୍ନ ସ୍ଥାନରୁ ଚୋରି ହୋଇଥିବା ୧୧ ବାଇକ ଓ ୬ ମୋବାଇଲ ଜବତ କରିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଗିରଫ ମଧ୍ୟରେ ୨ ନାବାଳକ ଥିବା ଜଣାପଡ଼ିଛି।

ଏହି ବାଇକ ଚୋରି ରାକେଟ୍‌ରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହାର ତଦନ୍ତ ଆରମ୍ଭ କରିଛି କମିଶନରେଟ ପୋଲିସ।

Related story