ଭୁବନେଶ୍ୱର: ବାଣୀବିହାରରେ ଭିଆଇପିଙ୍କ ଗାଡ଼ିକୁ ଅଣ୍ଡାମାଡ଼ କରି ୨ ଅଟକ

ଭୁବନେଶ୍ୱର: ଭିଆଇପିଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ଉଦ୍ୟମ। ଆଜି ଉତ୍କଳ ବିଶ୍ୱବିଦ୍ୟାଳୟରେ କଳିଙ୍ଗ-ଲଙ୍କା ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ କର୍ମଶାଳାରେ ଯୋଗ ଦେଇ ଫେରିବା ସମୟରେ ଭିଆଇପିଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ୍ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କର୍ମଶାଳାରେ ରାଜ୍ୟପାଳଙ୍କ ସମେତ ଶ୍ରୀଲଙ୍କ। ହାଇକମିଶନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ଓ ସାଂସଦ ବୈଜୟନ୍ତ […]

modi

modi

Rakesh Mallick
  • Published: Friday, 06 November 2015
  • Updated: 06 November 2015, 08:03 AM IST

Sports

Latest News

ଭୁବନେଶ୍ୱର: ଭିଆଇପିଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ଉଦ୍ୟମ। ଆଜି ଉତ୍କଳ ବିଶ୍ୱବିଦ୍ୟାଳୟରେ କଳିଙ୍ଗ-ଲଙ୍କା ଫାଉଣ୍ଡେସନ୍ ପକ୍ଷରୁ ଆୟୋଜିତ କର୍ମଶାଳାରେ ଯୋଗ ଦେଇ ଫେରିବା ସମୟରେ ଭିଆଇପିଙ୍କ ଗାଡ଼ି ଉପରକୁ ଅଣ୍ଡା ମାଡ଼ ଉଦ୍ୟମ କରାଯାଇଥିଲା। ଏହି ଘଟଣାରେ କମିଶନରେଟ୍ ପୋଲିସ୍ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। କର୍ମଶାଳାରେ ରାଜ୍ୟପାଳଙ୍କ ସମେତ ଶ୍ରୀଲଙ୍କ। ହାଇକମିଶନ, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଦେବୀପ୍ରସାଦ ମିଶ୍ର ଓ ସାଂସଦ ବୈଜୟନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story