Advertisment

ଟ୍ରକ୍‌ରେ ବୁହାହେଲା ଟଙ୍କା

ମଦ ତିଆରି କରୁଥିବା ଏକାଧିକ କମ୍ପାନୀ ଆୟକର ଫାଙ୍କିଥିବା ଅଭିଯୋଗରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିଲା ବଡ଼ଧରଣର ଆଇଟି ରେଡ୍।

author-image
Manoj Swain

ମଦ ତିଆରି କରୁଥିବା ଏକାଧିକ କମ୍ପାନୀ ଆୟକର ଫାଙ୍କିଥିବା ଅଭିଯୋଗରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିଲା ବଡ଼ଧରଣର ଆଇଟି ରେଡ୍। ବଳଦେବ ସାହୁ ଆଣ୍ଡ୍ ଗ୍ରୁପ୍ ଅଫ୍ କଂପାନୀର ବଲାଙ୍ଗିର ଅଫିସରେ ରେଡ୍ ବେଳେ ଧରାପଡ଼ିଛି ପ୍ରାୟ ୨ଶହ କୋଟିରୁ ଅଧିକ ନଗଦ ଟଙ୍କା।

Advertisment
Odisha Balangir