ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍। ମଦ ତିଆରି କରୁଥିବା ଏକାଧିକ କମ୍ପାନୀ ଆୟକର ଫାଙ୍କିଥିବା ଅଭିଯୋଗରେ ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିଲା ବଡ଼ଧରଣର ଆଇଟି ରେଡ୍। ଦ୍ୱିତୀୟ ଦିନରେ ମଧ୍ୟ ଜାରି ରହିଛି ଚଢ଼ାଉ। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ୨୦୦ କୋଟିରୁ ଅଧିକ ନଗଦ ଟଙ୍କା ଜବତ ହେଇଛି। ରାଜ୍ୟରେ ଭୁବନେଶ୍ବର, ସମ୍ବଲପୁର, ଟିଟିଲାଗଡ, ବୌଦ୍ଧ, ସୁନ୍ଦରଗଡ ଓ ବଲାଙ୍ଗିରରେ ରେଡ୍ ହେଉଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।
Crime
ଉଗ୍ର ରୂପ ନେଲା ମନୋଜ ମିଶ୍ର-ବବି ଇସଲାମ କଳି; ଡିସିପି ଅଫିସ ଆଗରେ ହାଇଡ୍ରାମା
ଆଜି ଭୁବନେଶ୍ୱର ଡିସିପି ଅଫିସ ସମ୍ମୁଖରେ ପ୍ରଥମେ କଥା କଟାକଟି ଓ ପରେ ହାତାହାତି ଯାଏ କଥା ଗଲା। ପରେ ଡିସିପିଙ୍କ ଉପସ୍ଥିତିରେ ଏହି ଘଟଣାର ଆପୋଷ ସମାଧାନ ହୋଇଥିବା ଜଣାଯାଇଛି।
Crime
ନକ୍ସଲ ନା ଗାଁ ମୁଖିଆ? ମାଲକାନଗିରି ଏନକାଉଣ୍ଟରରେ ଟଳିଥିବା ବ୍ୟକ୍ତିଙ୍କୁ ନେଇ ସସ୍ପେନ୍ସ
ଏନକାଉଣ୍ଟର ପରେ ପୁଲିସ ଯାହାକୁ ହାଡକୋର ନକ୍ସଲ ବୋଲି ଦର୍ଶାଇଥିଲା ତାଙ୍କୁ ଗାଁ ମୁଖିଆ ବୋଲି କହିଛନ୍ତି ସ୍ଥାନୀୟ ଲୋକ । ଫଳରେ ଏହି ମାମଲାରେ ଆସିଛି ନୂଆ ଟ୍ୱିଷ୍ଟ।