Advertisment

ଗର୍ଭବତୀ କରାଇଲେ ମିଳିବ ୧୩ ଲକ୍ଷ ଟଙ୍କା !

ମହିଳାଙ୍କୁ ଗର୍ଭବତୀ କରାଇବାକୁ ଯୁବକଙ୍କୁ ଲକ୍ଷ ଲକ୍ଷ ଟଙ୍କାର କରୁଥିଲେ ଅଫର। ବିହାରରୁ ସାମ୍ନାକୁ ଆସିଛି ଏଭଳି କିଛି ଘଟଣା।

author-image
Manoj Swain
ଅଦ୍ୟତନ ହୋଇଛି

ସାଇବର ଠକେଇ କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ଏବେ ସାମ୍ନାକୁ ଆସିଛି ଠକେଇର ଏକ ନୂଆ ଫର୍ମୁଲା। ଯୁବକମାନଙ୍କୁ ଫସାଇବା ପାଇଁ ସାଇବର ଠକମାନେ ଆପଣାଇଛନ୍ତି ନୂଆ ଫଣ୍ଡା। ମହିଳାଙ୍କୁ ଗର୍ଭବତୀ କରାଇବାକୁ ଯୁବକଙ୍କୁ ଲକ୍ଷ ଲକ୍ଷ ଟଙ୍କାର କରୁଥିଲେ ଅଫର। ବିହାରରୁ ସାମ୍ନାକୁ ଆସିଛି ଏଭଳି କିଛି ଘଟଣା। ଏହି ଭିନ୍ନ ଠକ ଗ୍ୟାଙ୍ଗର ପର୍ଦ୍ଦାଫଶ କରିଛି ସାଇବର ପୁଲିସ। ଏହି ମାମଲାରେ ୮ ଜଣଙ୍କୁ ପୁଲିସ ବାନ୍ଧିଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bihar Cyber Crime