ନିର୍ବାଚନ ପରବର୍ତ୍ତୀ ହିଂସା: ବିଜୟୀ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ଘରୁ ଡାକି ନେଇ ଆକ୍ରମଣ

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜୟସିଙ୍ଗଡ଼ା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖା ଦେଇଛି। ଏହି ଘଟଣାରେ ତ୍ରିଲୋଚନ ଜେନା ନାମକ ଜଣେ ଯୁବକ ଆହତ ହୋଇଛି। ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି। ଗତକାଲି ସରକାରୀ ଭାବେ ବିଜୟୀ ସରପଞ୍ଚ ଓ ୱାର୍ଡ ମେମ୍ବରଙ୍କ ନାମ ଘୋଷଣା ହୋଇଥିଲା। ଏହାପରେ ବିଳମ୍ବିତ ରାତିରେ ପରାଜିତ ପ୍ରାର୍ଥୀଙ୍କ ସମର୍ଥକମାନେ ବିଜୟୀ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ଘରୁ ଡାକି ନେଇ ଆକ୍ରମଣ କରିଥିଲେ।

jajpur

jajpur

Rakesh Mallick
  • Published: Friday, 24 February 2017
  • Updated: 24 February 2017, 04:55 PM IST

Sports

Latest News

ଯାଜପୁର: ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଜୟସିଙ୍ଗଡ଼ା ଗ୍ରାମରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖା ଦେଇଛି। ଏହି ଘଟଣାରେ ତ୍ରିଲୋଚନ ଜେନା ନାମକ ଜଣେ ଯୁବକ ଆହତ ହୋଇଛି। ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ କରାଯାଇଛି।

ଗତକାଲି ସରକାରୀ ଭାବେ ବିଜୟୀ ସରପଞ୍ଚ ଓ ୱାର୍ଡ ମେମ୍ବରଙ୍କ ନାମ ଘୋଷଣା ହୋଇଥିଲା। ଏହାପରେ ବିଳମ୍ବିତ ରାତିରେ ପରାଜିତ ପ୍ରାର୍ଥୀଙ୍କ ସମର୍ଥକମାନେ ବିଜୟୀ ପ୍ରାର୍ଥୀଙ୍କ ସମର୍ଥକଙ୍କୁ ଘରୁ ଡାକି ନେଇ ଆକ୍ରମଣ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story