Advertisment

ବିଜେପି ଜିଲ୍ଲା ସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଚାନ୍ଦବାଲିରେ ଗଞ୍ଜାମ ଜିଲ୍ଲା ବିଜେପି ସଭାପତିଙ୍କୁ ବିଜେଡି କର୍ମୀଙ୍କ ମରଣାନ୍ତକ ଆକ୍ରମଣ ।

Advertisment

ଗଞ୍ଜାମ ଜିଲ୍ଲା ବିଜେପି ସଭାପତି ସୁବାସ ସାହୁଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀର ତୋଟାପଡ଼ାରେ ତାଙ୍କ ଉପରେ ହୋଇଛି ସଂଘବଦ୍ଧ ଆକ୍ରମଣ। ସୁବାସଙ୍କ ସହିତ ତାଙ୍କର ୫ ସାଥୀଙ୍କ ଉପରେ ହୋଇଛି ଆକ୍ରମଣ। ଗତକାଲି ବିଜେଡି କର୍ମୀମାନେ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Political Violence Bhadrak
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe