ବୌଦ୍ଧ: ପୁଅର ଠେଙ୍ଗାମାଡରେ ବାପାର ମୃତ୍ୟୁ

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ମୁଣ୍ଡିପଦର ଗାଁରେ ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ ଘଟିଛି।  ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ପୁଅ ଟୁଟୁ ବେହେରା ବାପା ବରୁଣ ବେହେରାକୁ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ବରୁଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଟୁଟୁ ଫେରାର ରହିଛି। ପୋଲିସ ମୃତଦେହକୁ ଜବତ କରି ଏକ ହତ୍ୟା ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଟୁଟୁକୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।

b-t

b-t

Rakesh Mallick
  • Published: Sunday, 20 December 2015
  • Updated: 20 December 2015, 05:15 AM IST

Sports

Latest News

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ମୁଣ୍ଡିପଦର ଗାଁରେ ପୁଅର ଠେଙ୍ଗା ମାଡ଼ରେ ବାପାର ମୃତ୍ୟୁ ଘଟିଛି।  ପାରିବାରିକ ଗଣ୍ଡଗୋଳକୁ କେନ୍ଦ୍ର କରି ପୁଅ ଟୁଟୁ ବେହେରା ବାପା ବରୁଣ ବେହେରାକୁ ଠେଙ୍ଗାରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।

ଘଟଣାସ୍ଥଳରେ ବରୁଣଙ୍କ ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ଟୁଟୁ ଫେରାର ରହିଛି। ପୋଲିସ ମୃତଦେହକୁ ଜବତ କରି ଏକ ହତ୍ୟା ମାମଲା ରୁଜୁ କରିବା ସହ ଅଭିଯୁକ୍ତ ଟୁଟୁକୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story