କଟକ ଜିଲ୍ଲା ୬ ନମ୍ବର ବାଟାଲିଅନର ବାରାକରେ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାବିଲଦାର ଜଣଙ୍କ ହେଲେ ତ୍ରିଲୋଚନ ସେଠୀ।
ଆଜି ସକାଳେ ଜଣେ କର୍ମଚାରୀ ବାରାକରେ ହାବିଲଦାରଙ୍କ ଝୁଲନ୍ତା ମୃତଦେହ ଦେଖି ଅନ୍ୟ କର୍ମଚାରୀଙ୍କୁ ଜଣାଇବା ସହ ପୁଲିସକୁ ଖବର ଦେଇଥିଲା।ଚାଉଳିଆଗଞ୍ଜ ପୁଲିସ ଘଟଣାର ତଦନ୍ତ କରୁଛି। ଏଥିସହ ମୃତ ହାବିଲଦାରଙ୍କ ପରିବାର ଲୋକ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ପୁଲିସ ସେମାନଙ୍କୁ ପଚରାଉଚରା କରୁଛି।
Also Read
ହାବିଲଦାରଙ୍କର କିପରି ମୃତ୍ୟୁ ଘଟିଲା, ମୃତ୍ୟୁ ପଛରେ କ’ଣ କାରଣ କରିଛି, ତାଙ୍କୁ ହତ୍ୟା କରାଯାଇଛି ନା ଅନ୍ୟ କିଛି କାରଣ ରହିଛି ତାହା ଜଣାପଡ଼ିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Crime
କାହିଁକି ଦୁଷ୍କର୍ମ ଅଭିଯୁକ୍ତକୁ ଗୁଳି କଲା ପୁଲିସ୍?
ସେ ଜଣେ ୭ ବର୍ଷର ଝିଅକୁ ଦୁଷ୍କର୍ମ କରିଥିବା ଖବର ଆସିବା ପରେ ଏପରି ଗିରଫଦାରୀ ହୋଇଥିଲା।

Crime
ରକ୍ତଭିଜା ମୃତଦେହ, କଣ୍ଡମ ଓ ଅପ୍ରତ୍ୟାଶିତ ଅତିଥି: କେମିତି ଟ୍ରିପଲ ମର୍ଡରର ଫର୍ଦ୍ଦାଫାସ କରିଥିଲା ପୁଲିସ?
ଘର ଭିତରେ ପୁଲିସ୍ ଯାଞ୍ଚ କରୁଥିବା ବେଳେ ଖୁସବୁଙ୍କ ବେଡରୁମ ଉପରେ ନଜର ପଡ଼ିଥିଲା। ସେଠାରୁ ପୁଲିସ୍କୁ ଗୋଟିଏ କଣ୍ଡମ ମିଳିଥିଲା।

Crime
ଭୟଙ୍କର: କଲେଜ ଛାତ୍ରୀଙ୍କୁ ୧୬ ମାସ ଧରି ୭ ଜଣ କରୁଥିଲେ ଦୁଷ୍କର୍ମ
୭ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ସହ ଇନଷ୍ଟାଗ୍ରାମରୁ ପରିଚିତ ହୋଇଥିଲା।

National
ସେହି ସତର ମିନିଟ୍, ୨୫ କୋଟିର ଗହଣା ନେଇ ପଳାଇଲେ ୬ ଲୁଟେରା
୬ ଲୁଟେରାଙ୍କ ମଧ୍ୟରୁ ୨ ଜଣଙ୍କୁ ଧରିବାରେ ସଫଳ ହୋଇଛି ପୁଲିସ।

Crime
ଫେଲ୍ ମାରିଛି କି ପୁଲିସ: ମାସକରେ ୧୧୧ ହତ୍ୟା, ୯୨୫ ମହିଳା ନିର୍ଯାତନା ମାମଲା, ୨୦୨୪ରେ ବଢ଼ିଛି ୧୪ହଜାର ମାମଲା
୨୦୨୩ ମସିହା ତୁଳନାରେ ୨୦୨୪ ମସିହାରେ ରାଜ୍ୟରେ ଅପେକ୍ଷାକୃତ ୧୪୧୫୯ଟି ଅପରାଧ ମାମଲା ପଞ୍ଜିକୃତ ହୋଇଥିବା ଜଣାପଡ଼ିଛି ।