Advertisment

ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର

ମୃତ ମହିଳାଙ୍କ ବେସଭୂଷା ସମ୍ଭ୍ରାନ୍ତ ଘରର ବୋଲି ଜଣାପଡୁଛି।

ଅଦ୍ୟତନ ହୋଇଛି
Deadbody

Deadbody

Advertisment

ଭୁବନେଶ୍ୱର ସ୍ଥିତ ବିନ୍ଦୁସାଗରରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କ ପରିଚୟ ମିଳିନାହିଁ।

Advertisment

ଆଜି ସକାଳେ ମହିଳାଙ୍କ ମୃତଦେହ ବିନ୍ଦୁସାଗର ନିକଟରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଲିଙ୍ଗରାଜ ଥାନା ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପାଇଁ ପଠାଇଛି।

ମୃତ ମହିଳାଙ୍କ ବେଶଭୂଷା ସମ୍ଭ୍ରାନ୍ତ ଘରର ବୋଲି ଜଣାପଡୁଛି। ମହିଳା ଜଣଙ୍କ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରି ଫିଙ୍ଗି ଦିଆଯାଇଛି ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ କରୁଛି।

Advertisment
Bhubaneswar Deadbody
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe