ବଲାଙ୍ଗିର: ଦେଢ଼ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ, ୬ଗିରଫ

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ତୁଷୁରା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ଦେଢ଼ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ୬ ଜଣଙ୍କ ମଧ୍ୟରୁ ତିନି ଜଣଙ୍କ ଘର ମଧ୍ୟପ୍ରଦେଶରେ ଏବଂ ଅନ୍ୟ ତିନି ଜଣଙ୍କ ଘର ବୌଦ୍ଧ ଜିଲ୍ଳାରେ। ଏମାନେ ବୌଦ୍ଧ ଅଞ୍ଚଳରୁ ଗଞ୍ଜେଇ ମଧ୍ୟପ୍ରଦେଶକୁ ଚାଲାଣ କରିବା ପାଇଁ ଯୋଜନା ଚାଲିଥିବା ବେଲେ ଅବକାରୀ ବିଭାଗର ସ୍ୱତନ୍ତ୍ର […]

giraf

giraf

Rakesh Mallick
  • Published: Sunday, 29 May 2016
  • Updated: 29 May 2016, 09:26 AM IST

Sports

Latest News

ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାର ତୁଷୁରା ଅଞ୍ଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ଦେଢ଼ କ୍ୱିଣ୍ଟାଲ୍ ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି । ଗିରଫ ୬ ଜଣଙ୍କ ମଧ୍ୟରୁ ତିନି ଜଣଙ୍କ ଘର ମଧ୍ୟପ୍ରଦେଶରେ ଏବଂ ଅନ୍ୟ ତିନି ଜଣଙ୍କ ଘର ବୌଦ୍ଧ ଜିଲ୍ଳାରେ।

ଏମାନେ ବୌଦ୍ଧ ଅଞ୍ଚଳରୁ ଗଞ୍ଜେଇ ମଧ୍ୟପ୍ରଦେଶକୁ ଚାଲାଣ କରିବା ପାଇଁ ଯୋଜନା ଚାଲିଥିବା ବେଲେ ଅବକାରୀ ବିଭାଗର ସ୍ୱତନ୍ତ୍ର ସ୍କ୍ବାର୍ଡ ସେମାନଙ୍କୁ ଗିରଫ କରିଥିଲା। ସେମାନଙ୍କ ଠାରୁ ଗଞ୍ଜେଇ, ଗୋଟିଏ ମାରୁତି ସ୍ୱିଫ୍ଟ ଓ ଇଣ୍ଡିକା କାରକୁ ଜବତ କରିଛି।

ଜବତ ଗଞ୍ଜେଇର ମୂଲ୍ୟ ପ୍ରାୟ ଆଠ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story