ବଲାଙ୍ଗିର: ଗତ ୧୭ ତାରିଖରେ ବଲାଙ୍ଗିରରେ ଜଣେ ଫ।ଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ହୋଇଥିବା ଲୁଟ୍ ଘଟଣାରେ ସଦର ଥାନା ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଦୁଇ ଲୁଟେରା ଜିତ ସରଭଙ୍ଗ, ଚମାର ବାରିକ ଏବଂ ଷଡଯନ୍ତ୍ରକାରୀ ମୃତ୍ୟୁଞ୍ଜୟ ସରଭଙ୍ଗ ଓ ଜିତେନ୍ଦ୍ର ସରଭଙ୍ଗ। ପୋଲିସ ସେମାନଙ୍କଠାରୁ ୬୫,୦୦୦ ଟଙ୍କା ସହ ୪ଟି ମୋବାଇଲ୍ ଜବତ କରିଛି।
ଗତ ୧୭ ତାରିଖରେ ଜନଲକ୍ଷ୍ମୀ ଫ।ଇନାନ୍ସ ଲିମିଟେଡର କର୍ମଚାରୀ କାମାକ୍ଷା ପ୍ରସାଦ ସାହୁ ଏସ୍ଏଚଜି ଗ୍ରୁପଙ୍କ ଠାରୁ ଋଣ ଟଙ୍କା ଆଦାୟ କରି ଫେରୁଥିବା ବେଳେ ବରଣ୍ଡାବାହାଲ୍-ପଥର୍ଲା ରାସ୍ତାରେ ଲୁଟ୍ର ଶିକାର ହୋଇଥିଲେ। ଲୁଟେରା ଦୁଇଜଣ ବାଇକ୍ରେ ଆସି କାମାକ୍ଷାଙ୍କୁ ମାରଣାସ୍ତ୍ର ଦେଖାଇ ୮୫,୯୮୦ ଟଙ୍କା, ଲାପଟପ୍, ବିଲିଂ ମେସିନ୍, ମୋବାଇଲ୍ ଲୁଟି ନେଇଥିଲେ।
ଏ ନେଇ ସଦର ଥାନାରେ ଅଭିଯୋଗ ହେବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।