ଦିନରେ ବେଲୁନ ବିକୁଥିଲେ, ରାତିରେ ସୁନା ଲୁଟୁଥିଲେ !

ବଲାଙ୍ଗିର ପୁଲିସକୁ ସଫଳତା । ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦ ଜଣ ଅନ୍ତରାଜ୍ୟ ଡକାୟତଙ୍କୁ ଗିରଫ କରିଛି ବଲାଙ୍ଗିର ପୁଲିସ ।

Manoj Swain
  • Published: Friday, 02 August 2024
  • Updated: 02 August 2024, 07:21 PM IST

Sports

Latest News

ବଲାଙ୍ଗିର ପୁଲିସକୁ ସଫଳତା । ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୧୦ ଜଣ ଅନ୍ତରାଜ୍ୟ ଡକାୟତଙ୍କୁ ଗିରଫ କରିଛି ବଲାଙ୍ଗିର ପୁଲିସ । ଗିରଫ ଡକାୟତ ମାନେ ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ର ରାଜ୍ୟର । ପୁଲିସ ସେମାନଙ୍କ ନିକଟରୁ ବିପୁଳ ପରିମାଣରେ ରୂପା ଓ ସୁନା ଅଳଙ୍କାର ସମେତ ନଗଦ ଟଙ୍କା ଉଦ୍ଧାର କରିଛି । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos