ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟ ଏକ ଫାଇନାନ୍ସ କମ୍ପାନୀ ଅଫିସ ନିକଟରେ ଆଜି ସନ୍ଧ୍ୟାରେ ଫୁଟିଛି ବୋମା। ବୁଲେଟରେ ଆସି ଦୁଇ ଜଣ ବ୍ୟକ୍ତି ଦୁଇ ଗୋଟି ବୋମା ପକାଇ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Also Read
ସନ୍ଧ୍ୟା ପ୍ରାୟ ସାତଟା ରୁ ସାଢ଼େ ସାତଟା ମଧ୍ୟରେ ଏହି ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତନାଘନା କରିଛି। ଫୁଟିଥିବା ବୋମାର ସୁତୁଲିକୁ ପୁଲିସ ରାସ୍ତା ଉପରୁ ଜବତ କରିଛି। ତେବେ ବୋମା କାହା ଉଦ୍ଦେଶ୍ୟରେ ନିକ୍ଷେପ କରାଯାଇଥିଲା ବା କେଉଁ ଉଦ୍ଦେଶ୍ୟରେ ଫିଙ୍ଗା ଯାଇଥିଲା, ତାହା ଜଣାପଡ଼ିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।