/odisha-reporter/media/post_attachments/uploadimage/library/16_9/16_9_0/People__1707236946.jpg)
People
ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖ ସୁଦର୍ଶନ ବିହାରରେ ଜଣେ ଶିକ୍ଷକଙ୍କ ଘର ଉପରକୁ ଆଜି ରାତିରେ ବୋମାମାଡ଼ କରାଯାଇଥିବା ଅଭିଯୋଗ ହୋଇଛି। ବୋମା ମାଡ଼ରେ କେହି ହତାହତ ହୋଇ ନାହାନ୍ତି। ବୋମାମାଡ଼ର କାରଣ ଜଣାପଡ଼ି ନାହିଁ।
Advertisment
ଦୁଇ ଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଶିକ୍ଷକଙ୍କ ଘରକୁ ବୋମା ମାଡ଼ କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।
ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
