କଟକ ଜିଲ୍ଲା ବାଙ୍କୀ ଥାନା ଭେଡ଼ା ରାମଚନ୍ଦ୍ରପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ହୋଇଛି। ବୋମାମାଡ଼ରେ ୬ଜଣ ଆହତ ହୋଇଥିବା ବେଳେ, ୨ଜଣ ଗୁରୁତର ଅଛନ୍ତି। ଆହାତ ମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।
Also Read
ନିର୍ବାଚନ ପୂର୍ବରୁ ବାଙ୍କିରେ ବୋମା ମାଡ଼। ଦୁଇ ସାହି ମଧ୍ୟରେ ଅନେକ ଦିନ ଧରି ଗୋଷ୍ଠୀ ସଂଘର୍ଷ ଲାଗି ରହିଥିଲା। ଏ ସଂଘର୍ଷ ଏତେ ଭୟଙ୍କର ହୋଇଥିଲା ଯେ ଆଜି ସନ୍ଧ୍ୟାରେ ବୋମାଡ଼ କରିଥିଲେ ଦୁର୍ବୃତ୍ତ ମାନେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାଡ଼ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତ ମାନେ ବୋମାଡ଼ କରି ଘଟଣା ସ୍ଥଳରୁ ଫେରାର ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।
Crime
ହାଇକୋର୍ଟଙ୍କ ନିର୍ଦ୍ଦେଶ ନମାନି ହରଡ଼ଘଣାରେ ଜିଲ୍ଲା ଶିକ୍ଷା ଅଧିକାରୀ
ବାରିପଦା ଟାଉନ ଥାନା ପୁଲିସ ମଧ୍ୟ କହିଛି ଯେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଠିକ୍ ସମୟରେ ନେଇ ହାଇକୋର୍ଟରେ ହାଜର କରାଯିବ।
Accident
ବାଇକ ଚାଳକଙ୍କୁ ଧକ୍କା ଦେଇ ୩୦କିମି ଯାଏଁ ଘୋଷାଡ଼ି ନେଲା ତହସିଲଦାରଙ୍କ ଗାଡ଼ି
ଉତ୍ତରପ୍ରଦେଶର ବହରାଇଚରେ ଏଭଳି ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଗାଡ଼ି ଭିତରେ ଥିବା ତହସିଲଦାର ନିଲମ୍ବିତ, ଡ୍ରାଇଭର ଗିରଫ।