Advertisment

ବାଙ୍କୀରେ ବୋମାମାଡ଼: ୬ ଗୁରୁତର

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାଡ଼ ହୋଇଥିବା ଜଣାପଡ଼ିଛି

Bombing

Bombing

Advertisment

କଟକ ଜିଲ୍ଲା ବାଙ୍କୀ ଥାନା ଭେଡ଼ା ରାମଚନ୍ଦ୍ରପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ହୋଇଛି। ବୋମାମାଡ଼ରେ ୬ଜଣ ଆହତ ହୋଇଥିବା ବେଳେ, ୨ଜଣ ଗୁରୁତର ଅଛନ୍ତି। ଆହାତ ମାନଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି।

Advertisment

ନିର୍ବାଚନ ପୂର୍ବରୁ ବାଙ୍କିରେ ବୋମା ମାଡ଼। ଦୁଇ ସାହି ମଧ୍ୟରେ ଅନେକ ଦିନ ଧରି ଗୋଷ୍ଠୀ ସଂଘର୍ଷ ଲାଗି ରହିଥିଲା। ଏ ସଂଘର୍ଷ ଏତେ ଭୟଙ୍କର ହୋଇଥିଲା ଯେ ଆଜି ସନ୍ଧ୍ୟାରେ ବୋମାଡ଼ କରିଥିଲେ ଦୁର୍ବୃତ୍ତ ମାନେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାଡ଼ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତ ମାନେ ବୋମାଡ଼ କରି ଘଟଣା ସ୍ଥଳରୁ ଫେରାର ଅଛନ୍ତି। 

Bombing Suicide Bombing Attack
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe