କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର କହ୍ନେଇପାଳ ଗାଁରେ ମଙ୍ଗଳବାର ବୋମାମାଡ ହୋଇଥିବା ଜଣାପଡିଛି। ଏଥିରେ ଜଣେ ୫ ବର୍ଷର ଶିଶୁ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ କାମାକ୍ଷାନଗର ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ଥିବା କାମାକ୍ଷାନଗର ହସ୍ପିଟାଲର ଡାକ୍ତର ଅଭିମନ୍ୟୁ ଆଚାର୍ଯ୍ୟ କହିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମା ହୋଇଥିବା ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।