ତଣ୍ଟି ଚିପି ମହିଳାଙ୍କୁ ହତ୍ୟା

ବଣାଇ: ଗତକାଲି ବିଳମ୍ୱିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଝିଙ୍କନାଳୀ ଗାଁର ସୁନୀତା ମୁଣ୍ଡାରୀ ନାମକ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସୁନୀତାଙ୍କ ସ୍ୱାମୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଖୁବ୍‌ଶୀଘ୍ର ହତ୍ୟାକାରୀଙ୍କୁ ଗିରଫ କରାଯିବ ବୋଲି ପୋଲିସ୍‌ କହିଛି।

bonai

bonai

Rakesh Mallick
  • Published: Wednesday, 30 November 2016
  • Updated: 30 November 2016, 05:11 PM IST

Sports

Latest News

ବଣାଇ: ଗତକାଲି ବିଳମ୍ୱିତ ରାତିରେ ସୁନ୍ଦରଗଡ଼ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଝିଙ୍କନାଳୀ ଗାଁର ସୁନୀତା ମୁଣ୍ଡାରୀ ନାମକ ଜଣେ ମହିଳାଙ୍କୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସୁନୀତାଙ୍କ ସ୍ୱାମୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଖୁବ୍‌ଶୀଘ୍ର ହତ୍ୟାକାରୀଙ୍କୁ ଗିରଫ କରାଯିବ ବୋଲି ପୋଲିସ୍‌ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos