Advertisment

ବୋରୱେଲ୍‌ରେ ଶିଶୁକନ୍ୟାକୁ ଫିଙ୍ଗିଥିବା ଘଟଣା; ମା’ଙ୍କ ପରିଚୟ ମିଳିଲା

ଶିଶୁକନ୍ୟାଟି ଜନ୍ମ ହେବାର ପ୍ରାୟ ୫/୬ ଘଣ୍ଟା ପରେ ସେ ତାକୁ ବୋରୱେଲ୍‌ରେ ଫିଙ୍ଗି ଦେଇଥିଲେ।

author-image
Manoj Swain

ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲରିପାଲି ଜଙ୍ଗଲରୁ ଏକ ପରିତ୍ୟକ୍ତ ବୋରୱେଲରୁ ଗତ ଡିସେମ୍ବର ୧୨ ତାରିଖରେ ଉଦ୍ଧାର ହୋଇଥିବା ଶିଶୁ କନ୍ୟାର ମା’ଙ୍କ ପରିଚୟ ମିଳିଛି। ସମ୍ବଲପୁର ଏସ୍‌ପି ଏହି ସୂଚନା ଦେଇଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Odisha Sambalpur