ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁରେ ଜମିବାଡି ବିବାଦକୁ କେନ୍ଦ୍ର କରି ଏକ ଦମ୍ପତିଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଦମ୍ପତି ହେଲେ ବିରଞ୍ଚି ନାରାୟଣ ରଣା ଏବଂ ସଖୀ ରଣା। ହତ୍ୟା କରିବା ପରେ ଅଭିଯୁକ୍ତ ପୁତୁରା ଶଶିଭୂଷଣ ରଣା ପୋଲିସ୍ ନିକଟରେ ଆତ୍ମସମର୍ପଣ କରିଥିଲା। ଶଶିଭୂଷଣଙ୍କୁ ପୋଲିସ୍ ଗିରଫ କରି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।