ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋଳନ୍ଥରା ଥାନା ଅନ୍ତର୍ଗତ ଚିକିଟି ବ୍ଲକର ପଲ୍ଲୀ ଓ ପର୍ଣ୍ଣାଢ଼ ଗାଁର ମଝାମଝି ଏକ ବିଲ ନିକଟରୁ ଜଣେ ମହିଳାଙ୍କ କ୍ଷତାକ୍ତ ମୃତଦେହକୁ ଆଜି ପୋଲିସ୍ ଉଦ୍ଧାର କରିଛି। ତାଙ୍କ ନାଁ ଭାଗ୍ୟ ଗୌଡ଼। ସେ ଜଣେ ଅଙ୍ଗନୱାଡ଼ି କର୍ମୀ ବୋଲି ପୋଲିସ୍ ଜାଣିବାକୁ ପାଇଛି। ମୃତ୍ୟୁର କାରଣ ଜଣାପଡ଼ି ନ ଥିଲେ ବି ତାଙ୍କୁ ହତ୍ୟା କରାଯାଇ ଥାଇପାରେ ବୋଲି ସନ୍ଦେହ କରାଯାଉଛି।
ଗୋଳନ୍ଥରା ପୋଲିସ୍ ଓ ସଦର ଏସ୍ଡିପିଓ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତ ଦେହକୁ ବ୍ରହ୍ମପୁର ଆଣି ଶବ ବ୍ୟବଚ୍ଛେଦ କରାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Crime
ଅବକାରୀ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗାଁ ଲୋକେ, ଦୁଇ ଗୁରୁତର
କନର୍ଲା ଗାଁରେ ବିପୁଳ ବେଆଇନ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଏହାପରେ ଅତର୍କିତ ଭାବେ ସଦର ଅବକାରୀ ଟିମ୍ କନର୍ଲା ଗାଁରେ ଚଢାଉ କରିଥିଲା।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।