ବ୍ରହ୍ମପୁର: ୫୮ କେଜି ଗଞ୍ଜେଇ ଜବତ, ୪ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ଶନିବାର ୫୮ କିଲୋ ଗଞ୍ଜେଇ ଜବତ କରାଯାଇଥିବା ବେଳେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଜେରା କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି। ବ୍ରହ୍ମପୁର ଫାଷ୍ଟ୍ ଗେଟ୍ ଦେଇ ଦୁଇଟି କାର୍‌ରେ ଗଞ୍ଜେଇ ଆସୁଥିବା ନେଇ କୌଣସି ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗ। ଏହା ପରେ ଜଣେ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଦୁଇଟି କାରରୁ ୫୮ କିଲୋ ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତମାନେ କନ୍ଧମାଳ ଜିଲ୍ଲାରୁ […]

Ganja

Ganja

Rakesh Mallick
  • Published: Saturday, 05 March 2016
  • Updated: 05 March 2016, 04:07 PM IST

Sports

Latest News

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ବିଭାଗ ପକ୍ଷରୁ ଶନିବାର ୫୮ କିଲୋ ଗଞ୍ଜେଇ ଜବତ କରାଯାଇଥିବା ବେଳେ ୪ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କୁ ଜେରା କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି।

ବ୍ରହ୍ମପୁର ଫାଷ୍ଟ୍ ଗେଟ୍ ଦେଇ ଦୁଇଟି କାର୍‌ରେ ଗଞ୍ଜେଇ ଆସୁଥିବା ନେଇ କୌଣସି ସୂତ୍ରରୁ ଖବର ପାଇଥିଲା ଅବକାରୀ ବିଭାଗ। ଏହା ପରେ ଜଣେ ଇନ୍ସପେକ୍ଟରଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଦୁଇଟି କାରରୁ ୫୮ କିଲୋ ଗଞ୍ଜେଇ ଜବତ କରାଯାଇଥିଲା। ଅଭିଯୁକ୍ତମାନେ କନ୍ଧମାଳ ଜିଲ୍ଲାରୁ ଆସିଥିଲେ। ସେମାନେ ଟ୍ରେନ୍‌ରେ ବ୍ରହ୍ମପୁରରୁ କଟକ ଯାଇଥାଆନ୍ତେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story