ବ୍ରହ୍ମପୁର: ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ କରିବା ପାଇଁ ୨ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି ବ୍ରହ୍ମପୁର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଛତ୍ରପୁର ବ୍ଲକ୍ ଅନ୍ତର୍ଗତ ମ୍ୟୁନୁଷିପେଣ୍ଠରେ ଥିବା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡିଲିଙ୍ଗ୍ ଆସିଷ୍ଟାଣ୍ଟ୍ ମିରଜା ସାରଜିଦ୍ ବେଗ୍। ହାଡୁ ଗୌଡ଼ ନାମକ ଜଣେ ବ୍ୟକ୍ତିଙ୍କ ବାପାଙ୍କ ମୃତ୍ୟୁ ପ୍ରମାଣପତ୍ର ପ୍ରଦାନ ପାଇଁ ସେ ଲାଞ୍ଚ ମାଗିଥିଲେ। ଏନେଇ ହାଡୁ ବ୍ରହ୍ମପୁର ଭିଜିଲାନ୍ସ ଏସପିଙ୍କୁ ଜଣାଇବା ପରେ ଏକ ଟିମ୍ ସେଠାକୁ ଯାଇଥିଲା। ଟଙ୍କା ନେବା ବେଳେ ସେହି ଟିମ୍ ମିରଜାଙ୍କୁ ଧରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।