ବ୍ରହ୍ମପୁର: ୨୬୦ କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଆଜି ସହରର ଗୋପାଳପୁର ଜଙ୍କ୍‌ସନ୍ ନିକଟରେ ଚଢ଼ାଉ କରି ୨୬୦କିଲୋ ଗଞ୍ଜେଇ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କ ନାଁ ରଞ୍ଜନ କୁମାର ପଣ୍ଡା। ତାଙ୍କ ଘର ପୋଡ଼ାମାରି ଗାଁରେ। ଏକ ବୋଲେରୋ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି ଅବକାରୀ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ଅରୁଣ କୁମାର ପାଢ଼ୀ। ରଞ୍ଜନ ନିଜ […]

ganja

ganja

Rakesh Mallick
  • Published: Sunday, 22 May 2016
  • Updated: 22 May 2016, 03:57 PM IST

Sports

Latest News

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ଗୁଇନ୍ଦା ବିଭାଗ ଆଜି ସହରର ଗୋପାଳପୁର ଜଙ୍କ୍‌ସନ୍ ନିକଟରେ ଚଢ଼ାଉ କରି ୨୬୦କିଲୋ ଗଞ୍ଜେଇ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କ ନାଁ ରଞ୍ଜନ କୁମାର ପଣ୍ଡା। ତାଙ୍କ ଘର ପୋଡ଼ାମାରି ଗାଁରେ। ଏକ ବୋଲେରୋ ଗାଡ଼ିକୁ ମଧ୍ୟ ଜବତ କରାଯାଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ ଲକ୍ଷ ଟଙ୍କା ହେବ ବୋଲି କହିଛନ୍ତି ଅବକାରୀ ଗୁଇନ୍ଦା ବିଭାଗ ଇନ୍ସପେକ୍ଟର ଅରୁଣ କୁମାର ପାଢ଼ୀ।

ରଞ୍ଜନ ନିଜ ବୋଲେରୋରେ ଗଜପତି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଗଞ୍ଜେଇ ସଂଗ୍ରହ କରି ରାଜ୍ୟର ବିଭିନ୍ନ ସ୍ଥାନକୁ ଚୋରା ଚାଲାଣ କରୁଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story