ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବଜାର ସ୍ଥିତ ସୁବାସ ଜୁଏଲର୍ସର ମାଲିକ ପ୍ରମୋଦ ଚନ୍ଦ୍ର ମହାରଣାଙ୍କ ନିକଟରୁ ଗତକାଲି ସନ୍ଧ୍ୟା ପ୍ରାୟ ୬ଟା ବେଳେ ଏକ କେଜିରୁ ଅଧିକ ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ସେ ଦୋକାନ ବନ୍ଦ କରି ସୁନାଅଳଙ୍କାର ଧରି ବାଲିପେଣ୍ଡି ସାହି ସ୍ଥିତ ନିଜ ଘରକୁ ବାହାରୁ ଥିବା ବେଳେ ଏହି ଲୁଟ୍ ହୋଇଥିଲା। ଦୁଇଟି ବାଇକ୍ରେ ଚାରି ଜଣ ଦୁର୍ବୃତ୍ତ ଆସି ତାଙ୍କୁ ପିସ୍ତଲ ଦେଖାଇ ତାଙ୍କ ହାତରୁ ସୁନାଗହଣା ଥିବା ବ୍ୟାଗ୍ଟିକୁ ଛଡ଼ାଇ ନେଇଥିଲେ। ସ୍ଥାନୀୟ ପୋଲିସ୍ ଘଟଣାର ଛାନ୍ଭିନ୍ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।