ଭୁବନେଶ୍ୱର: କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଆଜି ଆପୋଲୋ ବିଲ୍ଡର ସଂସ୍ଥାର ମୁଖ୍ୟ ଦୀପକ ମହାନ୍ତିଙ୍କୁ ଗିରଫ କରିଛି। ଫ୍ଲାଟ୍ ଦେବାକୁ କହି ୩ କୋଟି ୬୦ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।