ଭୁବନେଶ୍ୱର: ଆଇଡିବିଆଇ ବ୍ୟାଙ୍କରୁ ଅଢେଇ କୋଟି ଟଙ୍କା ଠକେଇ ମାମଲାରେ ବିଲଡର ଦୀପକ ଗୌଡ଼ଙ୍କୁ ଆଜି ପାତ୍ରପଡ଼ାରୁ ଗିରଫ କରିଛି କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ।
ବିଲଡର ଗୌଡ଼ ବ୍ୟାଙ୍କରେ ଜମି ବନ୍ଧକ ରଖି ଋଣ ନେଇଥିଲେ। ପରେ ସେହି ଜମିକୁ ଅନ୍ୟ ଜଣକୁ ବିକ୍ରି କରିଥିବା ଅଭିଯୋଗ ହୋଇଥିଲା।ଆଜି ଏହି ଘଟଣାରେ କ୍ରାଇମବ୍ରାଞ୍ଚର ଇଓଡବ୍ଲ୍ୟୁ ତାଙ୍କୁ ପାତ୍ରପଡ଼ାରୁ ଗୌଡ଼ଙ୍କୁ ଗିରଫ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।