ଯାଜପୁର: ଯାଜପୁର ଜିଲ୍ଲା ବ୍ୟାସନଗର ମ୍ୟୁନିସିପାଲଟିର ୩ ନମ୍ୱର ୱାର୍ଡର କାଉନସିଲର୍ ମାନସିଂ ହେମ୍ୱ୍ରମ୍ଙ୍କ ଅପହରଣ ଘଟଣାରୁ ପରଦା ହଟିଛି। ଗତକାଲି ସନ୍ଧ୍ୟାରେ ସେ ଯାଜପୁର ଫେରିଛନ୍ତି। ତାଙ୍କୁ କେହି ଅପହରଣ କରି ନ ଥିଲେ ଓ ସେ ପୁରୀ ବୁଲିବାକୁ ଯାଇଥିଲେ ବୋଲି ମାନସିଂ କହିଛନ୍ତି।
ସେ ନିଖୋଜ ଥିବା ନେଇ ତାଙ୍କ ପତ୍ନୀ ମାନି ହେମ୍ୱ୍ରମ୍ ଯାଜପୁର ରୋଡ୍ ଥାନାରେ ଅଭିଯୋଗ କରିଥିଲେ। ଗତ ୧୩ ତାରିଖ ସନ୍ଧ୍ୟାରେ ଦୁଇ ଜଣ ବ୍ୟକ୍ତି ଏକ କଳା ସ୍କୁଟିରେ ଆସି ମାନସିଂଙ୍କୁ ବସାଇ ନେଇଯାଇଥିବା ତାଙ୍କ ପତ୍ନୀ ଅଭିଯୋଗ କରିଥିଲେ। ତା’ ପରଠାରୁ ତାଙ୍କର ଖବର ମିଳି ନ ଥିବାରୁ ସ୍ୱାମୀଙ୍କ ଜୀବନ ପ୍ରତି ବିପଦ ଥିବା ମାନି ତାଙ୍କ ପତ୍ନୀ ଥାନାରେ ଅଭିଯୋଗ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା, ୨ ମୃତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।