Advertisment

'୧୦ ଲକ୍ଷ ଦିଅ, ସ୍ୱାମୀଙ୍କୁ ନିଅ'

ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି।

author-image
Manoj Swain
ଅଦ୍ୟତନ ହୋଇଛି

'ଓଲା' ଡ୍ରାଇଭରଙ୍କୁ ଅପହରଣ ପରେ ମୁଣ୍ଡ ଜାମିନ ରଖି ମାଗିଲେ ୧୦ ଲକ୍ଷ ଟଙ୍କା। ଅପହରଣ ପରେ ତାଙ୍କ ପତ୍ନୀଙ୍କୁ ଫୋନ କରି ୧୦ ଲକ୍ଷ ଟଙ୍କା ଅପହରଣକାରୀ ମାଗିଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ଭୁବନେଶ୍ୱର ସ୍ଥିତ ପାତ୍ରପଡ଼ା ଅଞ୍ଚଳରେ। ଅପହରଣକୁ ନେଇ ପତ୍ନୀ କଣ କହିଛନ୍ତି ଶୁଣନ୍ତୁ।

Advertisment
Odisha Bhubaneswar Kidnap