କଣ୍ଟେନରରେ ଗୋରୁ ଚାଲାଣ ବେଳେ ମାଡ଼ି ବସିଲା ପୁଲିସ। ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ଜଙ୍କିଆ ନିକଟରେ। ପୁଲିସ କଣ୍ଟେନର ଭିତରରୁ ୮୦ ରୁ ଉର୍ଦ୍ଧ ଗୋରୁଙ୍କୁ ଉଦ୍ଧାର କରିବା ସହ ୩ ଜଣଙ୍କୁ ଅଟକ ରଖିଛି।
ଗତକାଲି ବିଳମ୍ବିତ ରାତିରେ ବ୍ରହ୍ମପୁର ପଟୁ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା ଜଙ୍କିଆ ପୁଲିସ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ବାଟରେ ଛକି ରହିଥିଲା ପୁଲିସ। କଣ୍ଟେନରଟି ୧୬ ନମ୍ବର ଜାତୀୟ ରାଜପଥ ଦେଇ ଯିବା ବେଳେ ପୁଲିସ କଣ୍ଟେନରଟିକୁ ଅଟକାଇଥିଲା। କଣ୍ଟେନର ଭିତରରୁ ୮୦ ରୁ ଉର୍ଦ୍ଧ ଗୋରୁଙ୍କୁ ଉଦ୍ଧାର କରିବା ସହ ୩ ଜଣଙ୍କୁ ଅଟକ ରଖିଥିଲା। ଗୋରୁ ମାନଙ୍କୁ ପ୍ରାଣୀ ଚିକିତ୍ସକଙ୍କ ଦ୍ୱାରା ସ୍ୱାସ୍ଥ୍ୟ ପରୀକ୍ଷା କରାଇବା ପରେ ଗୋଶାଳାକୁ ନିଆଯାଇଛି।
Also Read
ଆସନ୍ତା ଦିନରେ ଏଭଳି ଚୋରା ଗୋଚାଲାଣ ବିରୁଦ୍ଧରେ ଚଢ଼ାଉ ଯୋରଦାର କରାଯିବ ବୋଲି ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟେରିଆ କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।