ଲାଞ୍ଚ ଅଭିଯୋଗରେ ସିବିଆଇ ଦ୍ବାରା ଗିରଫ ହୋଇଥିବା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନର ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ ଫିଟୁଛି କଳା କାରବାରର ଗୁମର । ଜାହାଜ କର୍ମଚାରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ଅଧିକାରୀ ଡ଼ାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ। ସିବିଆଇ ଚଢ଼ାଉବେଳେ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ମିଳିଥିଲା। ଏହାସହ ବିଛଣା ତଳୁ, ବାଥରୁମରୁ ପାଖାପାଖି କୋଟିଏ ଟଙ୍କା ସହ ବିପୁଳ ପରିମାଣର ବିଦେଶୀ ମୁଦ୍ରା ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାର ଆଡେଇଦେଲେ, ବିଷ୍ଣୁପଦଙ୍କୁ ସହ ଅଭିଯୁକ୍ତ ଦର୍ଶାଇ ଗିରଫ କରିପାରେ ସିବିଆଇ!
ସିବିଆଇର ତଦନ୍ତକାରୀ ଅଫିସର ଗୁରଜିନ୍ଦର ସିଂ ଗତ ୬ଦିନ ଧରି ଭୁବନେଶ୍ୱରରେ ଡେରା ପକାଇଛନ୍ତି । ସରକାରୀ ଉଦ୍ୟୋଗ ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀର ଜେନେରାଲ ମ୍ୟାନେଜର(ଇଷ୍ଟକୋଷ୍ଟ) ଭୂପେନ୍ଦ୍ର କୁମାର ସିଂହଙ୍କୁ ଭୁବନେଶ୍ୱରସ୍ଥିତ ସିବିଆଇ ଅଫିସକୁ ଡାକି ଜେରା କରାଯାଇଛି ।
Crime
ଭୁବନେଶ୍ୱରରେ ହରିୟାଣା ପୁଲିସ୍, ଘରକୁ ଘର ବୁଲି ଖୋଜୁଛି
ଇନ୍ଫୋସିଟି ଥାନା ପୁଲିସ୍ ସହାୟତାରେ ହରିୟାଣା ପୁଲିସ୍ ପ୍ରଶାନ୍ତି ବିହାରକୁ ଯାଇଥିଲେ। ଘରକୁ ଘର ବୁଲି ଲୋକଙ୍କୁ ପଚାରିଥିଲେ। ଏପରିକି ମୋବାଇଲ ଲୋକେସନ୍ ମିଳିଥିବା ଘରେ ସର୍ଚ୍ଚ କରିଥିଲେ।
Crime
ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର
ପେନସନ କାମ କରାଇ ଦେବାକୁ ଲାଞ୍ଚ ମାଗିଥିଲେ ସେକ୍ସନ ଅଫିସର।
Crime
ସମ୍ପତ୍ତି ପାଇଁ ଗର୍ଲଫ୍ରେଣ୍ଡ ସହ ମିଶି ବାପାଙ୍କୁ ଜୀବନ୍ତ ଜାଳି ଦେଲା
ଯୋଜନା ଅନୁସାରେ ସଂଗୀତା ବେଶ କୌଶଳକ୍ରମେ ରାମୁଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲା।
Crime
କୋଲ୍ଡଡ୍ରିଙ୍କସ୍ ବୋତଲରେ ଚାଲାଣ ହେଉଥିଲା ଦେଶୀ ମଦ; ମାଡ଼ି ବସିଲା ପୁଲିସ
ଗୋଟିଏ ବ୍ୟାଗ ଖୁଣ୍ଟାରୁ ନେଇ ଭୁବନେଶ୍ୱରରେ ପହଞ୍ଚାଇଲେ ମାଲିକ ସେମାନଙ୍କୁ ୫ଶହ ଟଙ୍କା ଦେଉଥିବା କହିଛନ୍ତି ଗିରଫ ଅଭିଯୁକ୍ତ।